Category: ରାଜ୍ୟ

  • ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

    ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

    ଭୁବନେଶ୍ୱର, ୧୬/୦୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏହି ଲଘୁଚାପ ଗଠିତ ହୋଇଥିବାରୁ ଓଡ଼ିଶାରେ ବର୍ଷାର ପ୍ରଭାବ ବଢ଼ିବା ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ଏହା ଉତ୍ତର ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇପାରେ। ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଅନେକ ଅଞ୍ଚଳରେ ଭାରୀ ବର୍ଷା ହୋଇପାରେ। ଭୁବନେଶ୍ୱର ଓ କଟକ ସମେତ କିଛି ସ୍ଥାନରେ ସକାଳୁ ବର୍ଷା ଜାରି ରହିଛି।…

    Continue Reading

BlockSpare — News, Magazine and Blog Addons for (Gutenberg) Block Editor